www.samajalive.in
Saturday, December 6, 2025
23.1 C
Bhubaneswar

ହରଭଙ୍ଗାରେ ଶ୍ରମିକ କାର୍ଡ ଯାଞ୍ଚ କାର୍ଯ୍ୟକ୍ରମ

ହରଭଙ୍ଗା : ହରଭଙ୍ଗା ବ୍ଲକ ବାଣୀଭୂଷଣପୁର ପଞ୍ଚାୟତ କାର୍ଯ୍ୟାଳୟଠାରେ ବୌଦ୍ଧ ଶ୍ରମ ନିରୀକ୍ଷକ ସୁଶାନ୍ତ କୁମାର ପାଇକରାୟ ଓ ସହ ଶ୍ରମ ନିରୀକ୍ଷକ ଜ୍ୟୋତି ରଞ୍ଜନ ବାରିକଙ୍କ ତତ୍ୱାବଧାନରେ ଏକ ନିର୍ମାଣ ଶ୍ରମିକ ସଚେତନତା ଶିବିର ଓ ପଞ୍ଜିକରଣ, ନବୀକରଣ ଯାଞ୍ଚ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକର ବିଭିନ୍ନ ପ୍ରାନ୍ତରୁ ନିର୍ମାଣ ଶ୍ରମିକ କାର୍ଡ ପାଇଁ ଆବେଦନ କରିଥିବା ୪ଶହରୁ ଊର୍ଦ୍ଧ୍ବ ଶ୍ରମିକଙ୍କ ନୂତନ କାର୍ଡ ଅନୁମୋଦନ ପାଇଁ ପ୍ରତ୍ୟକ୍ଷ ଯାଞ୍ଚ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଶ୍ରମିକ ନେତା ଅବକାଶ ସାହୁ, ଅର୍ଜୁନ ରଣା, ଦିଲୀପ କୁମାର ବସ୍ତିଆ, ଅଶୋକ କୁମାର ମିଶ୍ର ପ୍ରମୁଖ ଯୋଗଦେଇଥିଲେ।

Hot this week

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

Related Articles

Popular Categories