Patra electronics

ବିଦ୍ୟୁତ ଆଘାତରେ ଶ୍ରମିକ ଗୁରୁତର

0

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲା ବେଲପାହାଡ଼ ଅଞ୍ଚଳରେ ୧୧କେଭି ତାର ସଂସ୍ପର୍ଶରେ ଆସି ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି। ଆହତଙ୍କ ନାମ ରାଜ ଘୁରେଇ(୨୮)। ତାଙ୍କ ଘର ରାଉରକେଲାରେ ବୋଲି ଜଣା ପଡ଼ିଛି। ସେ ବେଲପାହାଡ଼ ଅଞ୍ଚଳରେ ପୋଷ୍ଟର ଲଗାଉଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ। ସ୍ଥାନୀୟ ଲୋକମାନେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ଡ଼ାକ୍ତରଖାନାରେ ଭର୍ତ୍ତି କରିଛନ୍ତି।

Leave A Reply