www.samajalive.in
Saturday, December 13, 2025
21.1 C
Bhubaneswar

ଲଦାଖ ହିଂସାର ବିଚାର ବିଭାଗୀୟ ତଦନ୍ତ ନିର୍ଦେଶ

ଡ଼େସ୍କ: ଲଦାଖକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବି କରି ହୋଇଥିବା ହିଂସାର ବିଚାର ବିଭାଗୀୟ ତଦନ୍ତ ନିର୍ଦେଶ ଦେଇଛି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ। ଲେହ ଆପେକ୍ସ ବଡି (ଏଲଏବି) ଓ କାର୍ଗିଲ ଡୋମୋକ୍ରାଟିକ ଆଲାଏନ୍ସ (କେଡିଏ) ପକ୍ଷରୁ ସେପ୍ଟେମ୍ବର ୨୪​‌େ​‌ର ହିଂସାକାଣ୍ଡ ଘଟାଯାଇଥିଲା। ଏହି ହିଂସା ସମୟରେ ସୁରକ୍ଷାବାହିନୀର କାର୍ଯ୍ୟାନୁଷ୍ଠାନରେ ୪ଜଣ ନାଗରିକଙ୍କର ମୃତ୍ୟୁ ହୋଇଥିଲା। ତେଣୁ ନାଗରିକଙ୍କ ମୃତ୍ୟୁ ପାଇଁ କିଏ ଉତ୍ତରଦାୟୀ ତାହା ଚିହ୍ନଟ କରିବା ଲାଗି ଏଲଏବି ଓ କେଡିଏ ପକ୍ଷରୁ ଏହାର ବିଚାର ବିଭାଗୀୟ ତଦନ୍ତ ଦାବି କରାଯାଇଥିଲା। ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏହି ଦାବିକୁ ଗ୍ରହଣ ପୂର୍ବକ ଘଟଣାର ତଦନ୍ତ ନିର୍ଦେଶ ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ପରେ ଉଭୟ ସଂଗଠନ କେନ୍ଦ୍ର ସରକାରଙ୍କ ସହିତ କଥାବାର୍ତ୍ତା କଥାବାର୍ତ୍ତା କରିବାକୁ ରାଜି ହୋଇଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

Related Articles

Popular Categories