www.samajalive.in
Monday, December 8, 2025
20.1 C
Bhubaneswar

ଭାରସାମ୍ୟ ହରାଇ ଓଲଟିଲା ମାଲବାହୀ ଟ୍ରକ, ଅଳ୍ପକେ ବର୍ତ୍ତିଲେ ଚାଳକ

ଲଡୁଗାଁ: କୋକସରା ବ୍ଲକ ଲଡୁଗାଁ କାଉଡୋଳା ଆରଡି ରାସ୍ତାରେ ଏକ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ ରବିବାର ଲଡୁଗାଁ ସୁନାମାଲ ରାସ୍ତାର ମୁଣ୍ଡରା ନଦୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ଭୁଷା ବୋଝେଇ ଟ୍ରକ ଓଲଟି ପଡିଛି। ଲଡୁଗାଁ ରାଇସ ମିଲରୁ ଭୁଷା ବୋଝେଇ କରି ନେଉଥିବା ଟ୍ରକ ଦୁର୍ଘଟଣା ଘଟିଥିବା ବେଳେ ଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ହାଇଡ୍ରା ସାହାଯ୍ୟରେ ଟ୍ରକକୁ ବାହାର କରାଯାଇଥିବା ସୂଚନା ମିଳିଛି ।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories