www.samajalive.in
Saturday, December 6, 2025
26.1 C
Bhubaneswar

ଭାଲୁ ଆକ୍ରମଣରେ ମହିଳା ଗୁରୁତର

ପାଟଣା : କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳ ସାହାରପଡା  ବ୍ଲକ ଡାଳପକା ପଞ୍ଚାୟତ ଡାଳପକା ଗ୍ରାମର ସ୍କୁଲ ସାହିର କାର୍ତ୍ତିକ ଦାସଙ୍କ ସ୍ତ୍ରୀ ପାର୍ବତୀ ଦାସ  ଆଜି ସକାଳେ ଶୌଚ ଯିବା ସମୟରେ ତାଙ୍କୁ ଭାଲୁ ଏକୁଟିଆ ଦେଖି ଆକ୍ରମଣ କରିଥିଲା  । ସେ ପାଟି କରିବାରୁ ଗାଁ ଲୋକେ ଧାଇଁ ଆସି ଭାଲୁଟିକୁ ଘଉଡ଼ାଇ ଦେଇଥିଲେ। ତାଙ୍କୁ ତୁରନ୍ତ ଉଦ୍ଧାର କରି ଏକ ଅଟୋ ସାହାଯ୍ୟରେ ପ୍ରଥମେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ  ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କ ଅବସ୍ଥା  ଅଧିକ ଗୁରୁତର ହେବାରୁ ତାକୁ ଡାକ୍ତର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories