www.samajalive.in
Monday, December 15, 2025
26.1 C
Bhubaneswar

ମହିଳା ସରପଞ୍ଚଙ୍କୁ ଆକ୍ରମଣ ଅଭିଯୋଗ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ରାଜପୁର ପଞ୍ଚାୟତର ମହିଳା ସରପଞ୍ଚ ରାଣୀ ମଞ୍ଜରୀ ସେଠୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଯାଇଛି। ଏ ନେଇ ସରପଞ୍ଚଙ୍କ ପକ୍ଷରୁ ଥାନାରେ ଏତଲା ଦିଆଯିବା ପରେ ପୁଲିସ ତଦନ୍ତ ଚଳାଇଛି।

ସୂଚନା ଅନୁସାରେ, ମହିଳା ସରପଞ୍ଚ ଘରେ ଥିବାବେଳେ କେତେଜଣ ଦୁର୍ବୃତ୍ତ ତାଙ୍କ ଘରେ ପଶି ମରଣାନ୍ତକ ଆକ୍ରମଣ କରିଥିଲେ। ସରପଞ୍ଚଙ୍କ ସ୍ଵାମୀ ସେମାନଙ୍କୁ ବିରୋଧ କରିବାରୁ ଦୁର୍ବୃତ୍ତମାନେ ତାଙ୍କୁ ବି ପ୍ରବଳ ମାଡ଼ ମାରିଥିଲେ ବୋଲି ଅଭିଯୋଗରେ ଦର୍ଶାଯାଇଛି। ତେବେ କ’ଣ ପାଇଁ ଆକ୍ରମଣ କରାଯାଇଛି ତାହା ଜଣାପଡ଼ିନାହିଁ।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories