www.samajalive.in
Sunday, December 7, 2025
23.1 C
Bhubaneswar

କେନ୍ଦ୍ରମନ୍ତ୍ରୀଙ୍କ ପୁଅଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଉତ୍ତରପ୍ରଦେଶ ଲଖିମପୁର ଖେରି ହିଂସା ମାମଲା । କେନ୍ଦ୍ର ଗୃହରାଷ୍ଟ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ଜାମିନ ମିଳିଛି । ହାଇକୋର୍ଟ ଆଶିଷ ମିଶ୍ରାଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଏହି ମାମଲାକୁ ହାଇକୋର୍ଟ ମଙ୍ଗଳବାର ଦିନ ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ । ହେଲେ ଆଜି ସେହି ରାୟ ଆସିଛି । କୁହାଯାଉଛି ଶୁକ୍ରବାର ଦିନ ଅର୍ଥାତ୍ ଆସନ୍ତାକାଲି ଆଶିଷ ଜେଲରୁ ମୁକୁଳିବେ । ସୂଚନା ମୁତାବକ ଏହି ହିଂସା ମାମଲା ଗତ ଅକ୍ଟୋବର ମାସରେ ହୋଇଥିଲା । ଖେରି ହିଂସା ମାମଲାରେ ଆଶିଷ ମିଶ୍ରାଙ୍କୁ ପୋଲିସ ଗିରଫ କରିଥିଲା।

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories