ମହିଳା ସଶକ୍ତିକରଣ କେବଳ ସ୍ଲୋଗାନ ନୁହେଁ, ଆମର ପ୍ରତିବଦ୍ଧତା – ମୁଖ୍ୟମନ୍ତ୍ରୀ

ଡେସ୍କ: ଦେଶର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ସଫଳତାକୁ ସମର୍ଥନ ଏବଂ ଗ୍ରାମୀଣ ମହିଳା ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ମିଶନ ଶକ୍ତି ବିଭାଗ ପକ୍ଷରୁ ‘ଲକ୍ଷପତି ଦିଦି ସମ୍ମିଳନୀ ୨୦୨୫’ ଆୟୋଜିତ ହୋଇଯାଇଛି। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାର ମହିଳାଙ୍କ ସଶକ୍ତିକରଣ ପାଇଁ ଗ୍ରହଣ କରାଯାଇଥିବା ବିଭିନ୍ନ ଯୋଜନା ଏବଂ କାର୍ଯ୍ୟକ୍ରମ ସମ୍ପର୍କରେ … Continue reading ମହିଳା ସଶକ୍ତିକରଣ କେବଳ ସ୍ଲୋଗାନ ନୁହେଁ, ଆମର ପ୍ରତିବଦ୍ଧତା – ମୁଖ୍ୟମନ୍ତ୍ରୀ