www.samajalive.in
Saturday, December 6, 2025
14.1 C
Bhubaneswar

ଆଉ ୫ ଜିଲାରେ ଗଡିଲା ଲକ୍ଷ୍ମୀ ବସ୍‌

ଭୁବନେଶ୍ୱର: ରାଜ୍ୟରେ ସୋମବାରଠୁ ଆଉ ୫ଜିଲାରେ ଗଡିଛି ଲକ୍ଷ୍ମୀ ବସ୍‌ । କଟକ, ସମ୍ବଲପୁର, ଝାରସୁଗୁଡା, ସୁବର୍ଣ୍ଣପୁର ଓ କନ୍ଧମାଳ ଜିଲାରେ ଆରମ୍ଭ ହୋଇଛି ଲକ୍ଷ୍ମୀ ବସ୍‌ ସେବା । ଭିଡ଼ିଓ କନଫରେନ୍ସିଂରେ ଏହି ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲକ୍ଷ୍ମୀ ବସ ଦ୍ୱାରା ଗ୍ରାମାଞ୍ଚଳରୁ ସହରାଞ୍ଚଳକୁ ସୁନିଶ୍ଚିତ ବସ ସଂଯୋଗ, ସୁଲଭ ମୂଲ୍ୟରେ ଯାତ୍ରା କରିପାରୁଛନ୍ତି ଲୋକେ । କଟକ ବାଲିଯାତ୍ରା ତଳ ପଡ଼ିଆରେ ଆୟୋଜିତ କାର୍ୟ୍ୟକ୍ରମରେ ଭର୍ଚୁଆଲ ମାଧ୍ୟମରେ ଲକ୍ଷ୍ମୀ ବସ୍ ଯୋଜନାର ଶଭୁରାମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । କଟକରେ ପ୍ରଥମ ପର୍ୟ୍ୟାୟରେ ୧୪ଟି ବ୍ଲକରେ ୨୮ଟି ବସର ଶଭୁରାମ୍ଭ ହୋଇଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories