www.samajalive.in
Tuesday, December 9, 2025
16.1 C
Bhubaneswar

ଲାଲା ଲାଜପତ ରାୟଙ୍କ ଜୟନ୍ତୀ

କଟକ : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଲାଲା ଲାଜପଥ ରାୟଙ୍କ ୧୫୩ ତମ ଜୟନ୍ତୀ ଉପଲକ୍ଷେ ଶ୍ରଦ୍ଧାଞ୍ଜଳି ସଭା କଟକ ସ୍ଥିତ ସମାଜ କାର୍ଯ୍ୟାଳୟରେ ଆୟୋଜନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଫେସର ଡାକ୍ତର ସନାତନ ରଥ, ଡଃ ବାବାଜୀ ଚରଣ ପଟ୍ଟନାୟକ, ଶ୍ରୀଯୁକ୍ତ ନିରଞ୍ଜନ ରଥ ପ୍ରମୁଖ ଅତିଥି ଭାବେ ଯୋଗ ଦେବାର ଯୋଜନା ରହିଛି। ସଭାରେ ଯୋଗଦେବା ପାଇଁ ସମସ୍ତ ବ୍ୟକ୍ତିଙ୍କୁ ନିବେଦନ କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories