www.samajalive.in
Tuesday, December 9, 2025
23.1 C
Bhubaneswar

ସୁଦର୍ଶନ ପଟ୍ଟନାୟକ ରାଜ୍ୟ ଲଳିତ କଳା ଏକାଡେମୀର ନୂତନ ସଭାପତି

ଭୁବନେଶ୍ବର: ବିଶିଷ୍ଟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ରାଜ୍ୟ ଲଳିତ କଳା ଏକାଡେମୀର ନୂତନ ସଭାପତି ଭାବେ ନିଯୁକ୍ତ କରାଯାଇଛି। ବୁଧବାର ଦିନ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।
ସୂଚନାଯୋଗ୍ୟ ଯେ, ପୂର୍ବରୁ ଏହି ପଦବୀରେ ବିଶିଷ୍ଟ ପ୍ରସ୍ତର ଶିଳ୍ପୀ ପଦ୍ମବିଭୂଷଣ ଡ. ରଘୁନାଥ ମହାପାତ୍ର ଥିଲେ। ରାଜ୍ୟସଭାକୁ ରାଷ୍ଟ୍ରପତିଙ୍କ ଦ୍ବାରା ମନୋନୀତ ହେବା ପରେ ସେ ଏହି ପଦବୀରୁ ଇସ୍ତଫା ଦେଇଥିଲେ। ବର୍ତ୍ତମାନ ରାଜ୍ୟ ସରକାର ସୁଦର୍ଶନ ପଟ୍ଟନାୟକଙ୍କୁ ନିଯୁକ୍ତି ଦେଇଛନ୍ତି।

Hot this week

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରାହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

Related Articles

Popular Categories