www.samajalive.in
Sunday, December 7, 2025
18.1 C
Bhubaneswar

ଗୋଖାଦ୍ୟ ଦୁର୍ନୀତି ମାମଲାରେ ଲାଲୁଙ୍କୁ ଜାମିନ

ରାଞ୍ଚି : ଗୋଖାଦ୍ୟା ଦୁର୍ନୀତି ସମ୍ପର୍କିତ ଏକ ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଝାଡଖଣ୍ଡ ହାଇକୋର୍ଟ ଶୁକ୍ରବାର ଜାମିନ ପ୍ରଦାନ କରିଛନ୍ତି। ବିଚାରପତି ଅପରେଶ କୁମାର ସିଂହ ୫୦,୦୦୦ ଟଙ୍କା ଲେଖାଏଁ ମୂଲ୍ୟର ଦୁଇଟି ମୁଚାଲିକାରେ ତାଙ୍କୁ ଜାମିନ ମଞ୍ଜୁର କରିଛନ୍ତି। ଲାଲୁଙ୍କ ତରଫରୁ ବରିଷ୍ଠ ଆଇନଜୀବୀ କପିଲ ସିବଲ, ଅଭିଷେକ ମନୁୁ ସିଙ୍ଘଭୀ ଏବଂ ଚିତ୍ତରଞ୍ଜନ ସିହ୍ନା ମାମଲାର ବିଭିନ୍ନ ପର୍ଯ୍ୟାୟରେ ହାଇକୋର୍ଟରେ ପକ୍ଷ ଉପସ୍ଥାପନ କରିଛନ୍ତି। ଜାମିନ ସତ୍ତ୍ବେ ଲାଲୁ ଜେଲରୁ ବାହାରି ନାହାନ୍ତି। କାରଣ ଗୋଖାଦ୍ୟ ଦୁର୍ନୀତି ସମ୍ପର୍କିତ ଅାଉ କେତେକ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲ୍‌ ଦଣ୍ଡାଦେଶ ପାଇ ଜେଲ୍‌ରେ ଅଛନ୍ତି।

Hot this week

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

Related Articles

Popular Categories