www.samajalive.in
Saturday, December 6, 2025
15.1 C
Bhubaneswar

ଇଡି କାର୍ଯ୍ୟାଳୟରେ ହାଜର ହେଲେ ଲାଲୁ ପ୍ରସାଦ ଯାଦବ, ଚାଲିଛି ଜେରା

ପାଟନ: ରାଷ୍ଟ୍ରୀୟ ଜନତା ଦଳ ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସମସ୍ୟା କମିବାର ନାଁ ନେଉନାହିଁ। ସୋମବାର ସେ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି)ର ପାଟନାସ୍ଥିତ କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ଇଡି ଟିମ୍‌ ତାଙ୍କୁ ପଚରାଉଚରା କରୁଛି। ଚାକିରି ବଦଳରେ ଜମି ଦୁର୍ନୀତି ମାମଲାରେ ପଚରାଉଚରା ପାଇଁ ଲାଲୁ  ପ୍ରସାଦ ଓ ତାଙ୍କ ପୁଅ ତେଜସ୍ବୀ ଯାଦବଙ୍କୁ ଡକାଯାଇଥିଲା। ଲାଲୁଙ୍କୁ ଜାନୁଆରୀ ୨୯ ଏବଂ ତେଜସ୍ୱୀ ଯାଦବଙ୍କୁ ଜାନୁଆରୀ ୩୦ରେ ହାଜର ହେବାକୁ ନିର୍ଦେଶ ଦିଆଯାଇଥିଲା। ବିଭିନ୍ନ ପ୍ରଶ୍ନର ଉତ୍ତର ଦେବା ପାଇଁ ଲାଲୁ ଆଜି ଇଡି କାର୍ଯ୍ୟାଳୟରେ ପହଞ୍ଚିଛନ୍ତି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories