www.samajalive.in
Sunday, December 14, 2025
19.1 C
Bhubaneswar

ଜଗନ୍ନାଥ ମହାପ୍ରଭୁଙ୍କ ଖାତାକୁ ଫେରିଲା ସ୍ୱର୍ଗଦ୍ୱାରର ୧୦ ଏକର ଜବର ଦଖଲ ଜମି

ପୁରୀ: ଜଗନ୍ନାଥ ମହାପ୍ରଭୁଙ୍କ ଖାତାକୁ ସ୍ୱର୍ଗଦ୍ୱାରରରେ ଜବର ଦଖଲ ହୋଇଥିବା ୧୦ ଏକର ଜମି ଫେରିଛି ।  ୧୦ .୧୭ ଡିସିମିଲ ଜବର ଦଖଲ ହୋଇଥିବା ବିବାଦୀୟ ଜମିକୁ ଜଗନ୍ନାଥଙ୍କ ଖାତାକୁ ଫେରିଛି । ଏ ନେଇ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ଓଇଏ ଜିଲାପାଳଙ୍କ ନିକଟରେ ଆବେଦନ କରାଯାଇଥିଲା ।

ପୂର୍ବରୁ ୧୧ ଏକର  ଜବର ଦଖଲ ଜମି ଶ୍ରୀମନ୍ଦିର ଖାତାକୁ ଫେରିଛି । ଏହାପରେ ଆଉ ୬ ଏକରରୁ ଅଧିକ ଜମି ଉପରେ ଶୁଣାଣୀ ହେବାର ଅଛି ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories