www.samajalive.in
Monday, December 8, 2025
24.1 C
Bhubaneswar

ମିଜୋରାମରେ ଭୂସ୍ଖଳନ, ୨ ଶ୍ରମିକ ମୃତ

ଡେସ୍କ: ମିଜୋରାମରେ ଭୂସ୍ଖଳନ ଘଟି ୨ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଆଜି ସକାଳେ ବୈରବି ଏବଂ ସୈରଙ୍ଗ ମଧ୍ୟରେ ଥିବା କାନପୁଇ ରେଳ ଷ୍ଟେସନ ନିକଟରେ ଏହି ଭୂସ୍ଖଳନ ହେବାରୁ ୨ ଜଣ ରେଳବାଇ ଶ୍ରମିକ ପ୍ରାଣ ହରାଇଛନ୍ତି। ମୃତ ଶ୍ରମିକ ଦ୍ୱୟ ଆସାମ ନାଗୋଆ ଜିଲ୍ଲାର ବୋଲି ଜଣାପଡିଛି। ମୃତକ ୨ ଜଣ ହେଉଛନ୍ତି ଦୀପକ ଦତ୍ତ (୨୭) ଓ ଦୁର୍ଗା ପ୍ରସାଦ ପସ। ଉଭୟ ରେଳବାଇ ନିର୍ମାଣ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories