www.samajalive.in
Sunday, December 14, 2025
23.1 C
Bhubaneswar

ନେପାଳରେ ଭୂସ୍ଖଳନ, ୪୪ ଜଣ ନିଖୋଜ

କାଠମାଣ୍ଡୁ: ନେପାଳରେ ଭୂସ୍ଖଳନ ଘଟି ୪୪ ଜଣ ନିଖୋଜ ହୋଇଯାଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୩ଟି ଜିଲାର ବିଭିନ୍ନ ସ୍ଥାନରେ ଏହି ଭୂସ୍ଖଳନ ଘଟିଛି। ଏହି ଜିଲାଗୁଡ଼ିକ ହେଲା ଭୟାଗଡ଼ି, ଜାଜରକୋଟ ଏବଂ ସିନ୍ଧୁପାଲଚୋକ। ଭୂସ୍ଖଳନ ପରେ ପୁଲିସ ଓ ପ୍ରଶାସନ ପକ୍ଷରୁ ନିଖୋଜ ରହିଥିବା ଲୋକମାନଙ୍କୁ ଖୋଜାଖୋଜି ଆରମ୍ଭ ହୋଇଛି। ଏହି ଘଟଣାରେ ଏକାଧିକ ବ୍ୟକ୍ତି ପ୍ରାଣ ହରାଇବାର ଆଶଙ୍କା ଥିବା କୁହାଯାଉଛି।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories