www.samajalive.in
Saturday, December 6, 2025
26.1 C
Bhubaneswar

ମାଣ୍ଡିଆ ପ୍ରକ୍ରିୟାକରଣ କେନ୍ଦ୍ର ଉଦଘାଟିତ

ଲାଞ୍ଜିଗଡ: ଲାଞ୍ଜିଗଡ ବଜାରପଡ଼ିଆଠାରେ ଆଜି କଳାହାଣ୍ଡି ଜିଲ୍ଲାପାଳଙ୍କ ଦ୍ୱାରା ମାଣ୍ଡିଆ ପ୍ରକ୍ରିୟାକରଣ କେନ୍ଦ୍ର ଉଦଘାଟିତ ହୋଇ ଯାଇଛି। ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀଙ୍କ ସହିତ ପିଏ ଆଇଟିଡିଏ ରାମକୃଷ୍ଣ ଗଣ୍ଡ, କେକେଡିଏର ସ୍ୱତନ୍ତ୍ର ଅଧିକାରୀ ଶରତ ଚନ୍ଦ୍ର ସାହୁ, ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଲାଞ୍ଜିଗଡ ବିଡ଼ିଓ ଶଶାଙ୍କ ପାତ୍ର, କେକେଡିଏ ପ୍ରୋଗ୍ରାମ ଅଧିକାରୀ ଲମ୍ବୋଦର ପ୍ରଧାନଙ୍କ ସମେତ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ମିଲେଟ ମିଶନ ଜରିଆରେ ଏହି ପ୍ରକ୍ରିୟାକରଣ କେନ୍ଦ୍ର ସ୍ଥାପିତ ହୋଇଥିବା ବେଳେ ବାନୀଗାଁର ତିନୋଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏହାର ପରିଚାଳନା କରିବେ ବୋଲି ଜଣାପଡିଛି।

ଗୁଳି ଫୁଟାଇ ଦିବାଲୋକରେ ୧୨ ଲକ୍ଷ ଲୁଟ୍

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories