www.samajalive.in
Wednesday, December 10, 2025
17.1 C
Bhubaneswar

ସିଆରପିଏଫ ପକ୍ଷରୁ ଜନସମ୍ପର୍କ ଶିବିର

ଲାଞ୍ଜିଗଡ଼:ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଗୋଇପଟା ଠାରେ ଥିବା ସିଆରପିଏଫ ୧୨ ବାଟାଲିନ ପକ୍ଷରୁ ଲାଞ୍ଜି ପଞ୍ଚାୟତ ଲାଞ୍ଜି ଆମତୋଟା ଠାରେ ଜନସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି। ସିଆରପିଏଫ କମାଣ୍ଡେଣ୍ଟ ଏନ.କେ.କେ ପ୍ରସାଦ ଙ୍କ ନିର୍ଦେଶ କ୍ରମେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ବହୁ ଲୋକଙ୍କୁ ବିଭିନ୍ନ ସାମଗ୍ରୀ ବଣ୍ଟନ କରାଯାଇଥିଲା। କାର୍ଯ୍ୟକ୍ରମରେ ଅତିଥିଭାବେ ଲାଞ୍ଜି ସରପଞ୍ଚ ଯମୁନା ମାଝୀ,ନିରଞ୍ଜନ ଦୋରା,ମୀନକେତନ ପରିଛା,ମିଥଲେଶ କୁମାର ବର୍ମା ପ୍ରମୁଖ ଯୋଗଦେଇଥିଲେ। ସିଆରପିଏଫର ସମସ୍ତ ଯବାନ ସହଯୋଗ କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories