ଅଜଣା ଗାଡି ଧକ୍କାରେ ପୂର୍ବତନ ସମିତିସଭ୍ୟଙ୍କ ମୃତ୍ୟୁ

ଲାଞ୍ଜିଗଡ : କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ରାସ୍ତା ମରଣଯନ୍ତା ପାଲଟିଥିବା ବେଳେ ପ୍ରତିଦିନ ଦୁର୍ଘଟଣା ଘଟି ବ୍ୟାପକ ଧନଜୀବନ ହାନି ହେଉଛି। ସନ୍ଧ୍ୟାରେ ଏହି ରାସ୍ତାର ଛତିକୁଡା ନିକଟରେ କୌଣସି ଏକ ଅଜଣା ଗାଡି ଧକ୍କାରେ ଲାଞ୍ଜିଗଡ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତର ପୂର୍ବତନ ସମିତିସଭ୍ୟ ଅଭିମନ୍ୟୁ ମୁଣ୍ଡାଙ୍କ ମୃତ୍ୟୁ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଖୁସି ଖବର ; ଜୁଲାଇରୁ ଶସ୍ତା ହୋଇପାରେ ଏସବୁ ଜରୁରୀ ଔଷଧର ଦାମ୍.. Related Posts ଯକ୍ଷ୍ମା … Continue reading ଅଜଣା ଗାଡି ଧକ୍କାରେ ପୂର୍ବତନ ସମିତିସଭ୍ୟଙ୍କ ମୃତ୍ୟୁ