ବର୍ଷା ବିତ୍ପାତ: ଭାଙ୍ଗିଲା ଗଛ, ଧୋଇଲା ରାସ୍ତା, ଘରେ ପଶିଲା ପାଣି

ଲାଞ୍ଜିଗଡ଼: ରବିବାରଠାରୁ ଆରମ୍ଭ ହୋଇଥିବା ଲଗାଣ ବର୍ଷା ଛାଡିବାର ନାଁ ଧରୁନି। ୨୪ ଘଣ୍ଟାରୁ ଅଧିକ ସମୟ ଧରି ହେଉଥିବା ଲଘୁଚାପଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅଞ୍ଚଳରେ ଜନଜୀବନ ବେହାଲ ହୋଇପଡ଼ିଛି। ବିଭିନ୍ନ ଖାଲୁଆ ସ୍ଥାନଗୁଡ଼ିକରେ ପାଣି ଜମିବା ସହିତ ଘରଗୁଡିକରେ ମଧ୍ୟ ବର୍ଷା ପାଣି ପଶିଯାଇଥିବା ଦେଖିବାକୁ ମିଳିଛି। ବ୍ଲକର ବାତେଲିମା ପଞ୍ଚାୟତ ଚଣାଲିମା ଗାଁରେ ବର୍ଷାପାଣି ପଶିଯିବାରୁ ଲୋକେ ସଂପୂର୍ଣ୍ଣ ଭାବେ ଜଳବନ୍ଦୀ ହୋଇ ରହିଛନ୍ତି। ଲୋକଙ୍କ ଘରେ ଓ … Continue reading ବର୍ଷା ବିତ୍ପାତ: ଭାଙ୍ଗିଲା ଗଛ, ଧୋଇଲା ରାସ୍ତା, ଘରେ ପଶିଲା ପାଣି