ଚାଉଳ ଯୋଗାଣ ବନ୍ଦ; ଅଙ୍ଗନବାଡି କେନ୍ଦ୍ରରୁ ଭୋକରେ ଫେରୁଛନ୍ତି ଶିଶୁ
ଲାଞ୍ଜିଗଡ: କେନ୍ଦ୍ର ଓ ରାଜ୍ୟ ସରକାର ଶିଶୁଙ୍କ ଅନ୍ତର୍ନିହିତ ଗୁଣାବଳୀର ବିକାଶ ପାଇଁ ରାଜ୍ୟର ସମସ୍ତ ପଞ୍ଚାୟତରେ ଅଙ୍ଗନବାଡି କେନ୍ଦ୍ରମାନ ଖୋଲିଛନ୍ତି। ଏହି କେନ୍ଦ୍ରରେ ୩ ରୁ ୬ ମାସର ଶିଶୁଙ୍କୁ ୬ ଦିନକୁ ୬ ପ୍ରକାର ରନ୍ଧା ଖାଦ୍ୟ ଯୋଗାଇ ଦେବା ସହ ପୋଷାକ, ସୁଇଟର, ଜୋତା ଇତ୍ୟାଦି ଅତ୍ୟାବଶ୍ୟକ ଜିନିଷ ଯୋଗାଇଛନ୍ତି। ସବୁ କେନ୍ଦ୍ରରେ ଶିଶୁଙ୍କ ପ୍ରି ସ୍କୁଲ ଶିକ୍ଷା ପାଇଁ ଜଣେ ଲେଖାଏଁ ଅଙ୍ଗନବାଡି କର୍ମୀ ନିଯୁକ୍ତ କରିଛନ୍ତି। ହେଲେ କଳାହାଣ୍ଡି ଜିଲ୍ଲା … Continue reading ଚାଉଳ ଯୋଗାଣ ବନ୍ଦ; ଅଙ୍ଗନବାଡି କେନ୍ଦ୍ରରୁ ଭୋକରେ ଫେରୁଛନ୍ତି ଶିଶୁ
Copy and paste this URL into your WordPress site to embed
Copy and paste this code into your site to embed