www.samajalive.in
Tuesday, December 9, 2025
15.1 C
Bhubaneswar

ଓଡ଼ିଶା ଶିଳ୍ପ ସୁରକ୍ଷା ବଳ ତରଫରୁ ଅସ୍ତ୍ରଶସ୍ତ୍ର ତାଲିମ ଶିବିର

ଲାଞ୍ଜିଗଡ: ଲାଞ୍ଜିଗଡସ୍ଥିତ ବେଦାନ୍ତ ଲିମିଟେଡ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ଓଡ଼ିଶା ଶିଳ୍ପ ସୁରକ୍ଷା ବଳ (ଓ଼ଆଇଏସଏଫ) ତରଫରୁ ଅସ୍ତ୍ରଶସ୍ତ୍ର ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଓଆଇଏସଏଫ କ୍ୟାମ୍ପ ପରିସରରେ ଆୟୋଜିତ ଏହି ତାଲିମ ଶିବିରରେ ଜଣେ ଅତିରିକ୍ତ କମାଣ୍ଡାଣ୍ଟ, ଜଣେ ଇନ୍ସପେକ୍ଟର, ଦୁଇଜଣ ସବ-ଇନ୍ସପେକ୍ଟର, ହାବିଲଦାର ଓ କନଷ୍ଟେବଲଙ୍କୁ ମିଶାଇ ୧୫୦ ଅଧିକାରୀ ଓ ଯବାନ ତାଲିମ ନେଇଥିଲେ। ଏଥିରେ ଇନସାସ ରାଇଫେଲ, ଏଲଏମଜୀ, ପିସ୍ତଲ, ଗ୍ୟାସ ଗନ, ପିଏଜି ତାଲିମ ସହିତ ଯୋଗଶିକ୍ଷା ଲାଭ କରିଥିଲେ। ଅତିରିକ୍ତ କମାଣ୍ଡାଣ୍ଟ କେ. ରିଷିକେଶ ବେହେରାଙ୍କ ନେତୃତ୍ୱରେ ଏହି ତାଲିମ କାର୍ଯ୍ୟକ୍ରମ ସମ୍ପାଦିତ ହୋଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories