www.samajalive.in
Tuesday, December 9, 2025
16.1 C
Bhubaneswar

ମାଡିବନ୍ଧା ଠାରେ ବଜ୍ରାଘାତରେ ୨ ବଳଦ ମୃତ

ଲାଞ୍ଜିଗଡ:କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ଼ ରୋଡ଼ ଗ୍ରାମପଞ୍ଚାୟତ ଅନ୍ତର୍ଗତ ମାଡିବନ୍ଧା ଗ୍ରାମରେ ବଜ୍ରାଘାତରେ ଦୁଇଟି ବଳଦଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ରଵିବାର ସନ୍ଧ୍ୟା ୬ଘଣ୍ଟା ସମୟରେ କାଳବୈଶାଖୀ ତାଣ୍ଡବରେ ପ୍ରବଳ ଘଡଘଡି ସହ ପବନ ବର୍ଷା ହୋଇଥିବାରୁ ଗଛ ମୂଳରେ ଥିବା ଉକ୍ତ ଗ୍ରାମର ଚେରରେ ସିଂ ଗଉଡଙ୍କ ଗୋଟିଏ ବଳଦ ଓ କେଶବ ଗଉଡଙ୍କ ଗୋଟିଏ ବଳଦର ମୃତ୍ୟୁ ହୋଇଛି।
ଉଭୟ ବଳଦ ମୂଲ୍ୟ ପ୍ରାୟ ସତୁରୀ ହଜାର ଟଙ୍କା ହେବ ବୋଲି ଜଣାପଡିଛି। ଏହାକୁ ନେଇ ପଶୁ ଚିକିତ୍ସକ ଓ ରାଜସ୍ୱ ନିରୀକ୍ଷକଙ୍କୁ ଜଣାଇଥିଲେ। ସନ୍ଧ୍ୟା ହୋଇ ଥିବାରୁ ସୋମବାର ସକାଳୁ ଘଟଣା ସ୍ଥଳରେ ବ୍ୟବଚ୍ଛେଦ କରି ପୋତି ଦିଆଯିବ ବୋଲି ଭିଏସ ତେଜସ୍ବୀନି ସାହୁ କହିଛନ୍ତି। ଏହାର ରିପୋଟ ରାଜସ୍ୱ ଅଧିକାରୀ ବା ତହସିଲଦାରଙ୍କୁ ରିପୋର୍ଟ ଦେବା ପରେ ସରକାରଙ୍କ ଠାରୁ ଯାହା ସହାୟତା ଆସିବ ସେମାନଙ୍କୁ ଯୋଗାଇ ଦିଆଯିବ ବୋଲି ସୂଚନା ଦେଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories