www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟ ରାଜପଥ ପୋଲ ଉପରେ ବିପଦସଂକୁଳ ଗାତ

ଲାଞ୍ଜିଗଡ: ଭବାନୀପାଟଣା – ରାୟଗଡ଼ାକୁ ସଂଯୋଗ କରୁଥିବା ରାଜ୍ୟ ୬ନଂ ରାଜପଥର ଢେପଗୁଡ଼ା ପୋଲ ଉପରେ ଏକାଧିକ ଗାତ ବିପଦସଂକୁଳ ଅବସ୍ଥାରେ ରହିଛି। ଏଥିପାଇଁ ପ୍ରତିଦିନ ଦୁର୍ଘଟଣାମାନ ଘଟୁଛି। ବାରମ୍ବାର ଅଭିଯୋଗ ପରେ ବିଭାଗ ପକ୍ଷରୁ କିଛି ପିଚୁ ଓ ଚିପ୍ସ ପକାଇ ଗାତଗୁଡ଼ିକୁ ମରାମତି କରାଯାଉଛି। ହେଲେ ପୁଣି କିଛିଦିନ ପରେ ଉକ୍ତ ଗାତରୁ ଚିପ୍ସ ବାହାରି ଗାତ ସୃଷ୍ଟି ହେଉଛି। ତେବେ ନିମ୍ନ ମାନର ମରାମତି ଯୋଗୁଁ ବାରମ୍ବାର ଏପରି ହେଉଥିବା ଲୋକେ ଅଭିଯୋଗ କରିଛନ୍ତି। ଏହି ପୋଲ ଉପରେ ଦୈନନ୍ଦିନ ହଜାର ହଜାର ମାଲବାହୀ ଯାନବାହନ ଚଳାଚଳ କରୁଛି। ଅନେକ ସମୟରେ ଯାନବାହନ ଚଳାଚଳ ବେଳେ ଏହି ଗାତ ଉପରେ ପଡ଼ି ଅନେକ ଦୁର୍ଘଟଣା ଘଟୁଥିବା ନଜର ରହିଛି। ପୂର୍ତ୍ତ ବିଭାଗ ଅଧିକାରୀ ଏହାକୁ ଦୃଷ୍ଟିରେ ରଖି ସଠିକ ଢଙ୍ଗରେ ମରାମତି କରିବାକୁ ଅଞ୍ଚଳବାସୀ ତଥା ପଥଚାରୀ ମାନେ ଦାବି କରିଛନ୍ତି।

ଆଉ ମାତ୍ର ଅଳ୍ପ ଦିନ.. ଖାଲି ଧନ ହିଁ ଧନ ଦେବ ମଙ୍ଗଳ-ଶନିଙ୍କ ଶକ୍ତିଶାଳୀ ରାଜଯୋଗ; ଏହି ୫ ରାଶିଙ୍କୁ ମିଳିବ ବଡ ସଫଳତା

Hot this week

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories