www.samajalive.in
Tuesday, December 9, 2025
16.1 C
Bhubaneswar

ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଦିବସ-ଲାଗିବ ସର୍ବବୃହତ୍‌‌ ଭାସମାନ ପରଦା

ଡେସ୍କ: ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଦିବସ ଯେତିକି ନିକଟତର ହେଉଛି, ଉତ୍ତର ପ୍ରଦେଶ ସରକାରଙ୍କ ପକ୍ଷରୁ ରାମମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ଅଧିକରୁ ଅଧିକ ପଦକ୍ଷେପ ଗ୍ରହଣ କରାଯାଉଛି। ମିଳିଥିବା ସୂଚନା ଅନୁଯାୟୀ, ଉତ୍ତର ପ୍ରଦେଶର ଚୌଧୁରୀ ଚରଣ ସିଂହ ଘାଟଠାରେ ଦେଶର ସର୍ବବୃହତ୍‌‌ ଭାସମାନ ପରଦା ନିର୍ମାଣ କରାଯାଉଛି। ଏହାକୁ ଆରତୀ ଘାଟଠାରେ ସ୍ଥାପନ କରାଯିବ। ଏଥିରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଓ ଅଯୋଧ୍ୟା ସମ୍ପର୍କିତ ସମସ୍ତ ତଥ୍ୟ ପ୍ରଦର୍ଶିତ ହେବ। ଏହା ମାଧ୍ୟମରେ ହଜାର ହଜାର ଲୋକ ପ୍ରାଣ ପ୍ରତିଷ୍ଠା ଉତ୍ସବ ଦେଖି ପାରିବେ ବୋଲି କୁହାଯାଇଛି।

ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ନେଇ ୭୪ ପ୍ରତିଶତ ମୁସଲ୍‌‌ମାନ ଖୁସି – ମୁସ୍‌‌ଲିମ୍‌‌ ରାଷ୍ଟ୍ରୀୟ ମଞ୍ଚ

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories