www.samajalive.in
Saturday, December 6, 2025
23.1 C
Bhubaneswar

୩ୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ସରିବ ପ୍ରଚାର

ଭୁବନେଶ୍ବର : ଓଡ଼ିଶାର ତୃତୀୟ ପର୍ଯ୍ୟାୟ ଏବଂ ସାମଗ୍ରିକ ଭାବେ ଦେଶର ଷଷ୍ଠ ପର୍ଯ୍ୟାୟ ମତଦାନ ମେ’ ୨୫ରେ ଅନୁଷ୍ଠିତ ହେବ। ପ୍ରାର୍ଥୀମାନେ ଜୋରଦାର ପ୍ରଚାର କରୁଥିବା ବେଳେ ଆଜି (ଗୁରୁବାର) ସନ୍ଧ୍ୟା ୫ଟାରେ ପ୍ରଚାର ସରିବ। ଏହି ପର୍ଯ୍ୟାୟରେ ପୁରୀ, ଭୁବନେଶ୍ବର, କଟକ, କେନ୍ଦୁଝର, ସମ୍ବଲପୁର ଏବଂ ଢେଙ୍କାନାଳ ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ଗ୍ରହଣ କରାଯିବ। ମତଦାନ ନିମନ୍ତେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏବଂ ସମ୍ପୃକ୍ତ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତ ହୋଇଛି। ଆଜିଠାରୁ ବୁଥ ଅଭିମୁଖେ ପୋଲିଂ କର୍ମଚାରୀ ନିର୍ବାଚନ ସାମଗ୍ରୀ ଧରି ବାହାରିବେ ବୋଲି ଜଣାପଡିଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories