www.samajalive.in
Friday, December 5, 2025
26.1 C
Bhubaneswar

ଆସନ୍ତାକାଲି ଅନ୍ତିମ ପର୍ଯ୍ୟାୟ ମତଦାନ

ନୂଆଦିଲ୍ଲୀ: ଆସନ୍ତାକାଲି ଦେଶରେ ଅନ୍ତିମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଗୁରୁବାର ପ୍ରଚାର ଶେଷ ହେବା ପରେ ଶୁକ୍ରବାର ବୁଥ୍‌‌ ମୁହାଁ ହେଉଛନ୍ତି ପୁଲିଂ କର୍ମଚାରୀ। ଦେଶରେ ୮ଟି ରାଜ୍ୟର ୫୭ଆସନରେ ଭୋଟ ଗ୍ରହଣ ହେବାକୁ ଥିବାବେଳେ ଓଡ଼ିଶାରେ ୬ଲୋକସଭା ଓ ୪୨ଟି ବିଧାନସଭା ଆସନରେ ହେବ ମତଦାନ। ପ୍ରଚାର ଶେଷ ହେବା ପରେ ମତଦାନ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଛି। ଉତ୍ତରପ୍ରଦେଶ, ପଞ୍ଜାବ, ବିହାର, ଚଣ୍ଡିଗଡ, ଝାଡଖଣ୍ଡ, ପଶ୍ଚିମବଙ୍ଗ ଓ ଓଡ଼ିଶାରେ ମତଦାନ ଗ୍ରହଣ କରାଯିବ। ଶେଷ ପର୍ଯ୍ୟାୟରେ ରାଜ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଓ ଜଗତସିଂହପୁର ଲୋକସଭା ଓ ୪୨ଟି ବିଧାନସଭା ଆସନରେ ନେତା ବାଛିବେ ଜନତା।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories