www.samajalive.in
Monday, December 15, 2025
26.1 C
Bhubaneswar

ଭାରତୀୟ ସେନାକୁ ୧କୋଟି ଦାନ କରିବେ ଲତା ମଙ୍ଗେସକର୍

ମୁମ୍ବଇ : ପୁଲୱାମା ଆକ୍ରମଣରେ ସହିଦ ହୋଇଥିବା ଯବାନଙ୍କ ପରିବାର ପାଇଁ ବହୁତ ଲୋକେ ସହାୟତାର ହାତ ବଢାଇଛନ୍ତି। ଏ କ୍ଷେତ୍ରରେ ବଲିଉଡ଼ ମଧ୍ୟ ପଛଘୁଞ୍ଚା ନଦେଇ ସାହଯ୍ୟ କରିବାକୁ ଆଗେଇ ଆସିଛି। ଅନେକ ବଲିଉଡ଼ କଳାକାର ସହିଦ ଯବାନଙ୍କ ପରିବାରକୁ ଆର୍ଥିକ ସହାୟତା ଯୋଗାଇ ଦେଇଥିବା ବେଳେ ଏବେ ପୁଣି ପ୍ରସିଦ୍ଧ ଗାୟିକା ଲତା ମଙ୍ଗେସକର୍ ଭାରତୀୟ ସେନାକୁ ସାହାଯ୍ୟ କରିବାକୁ ଘୋଷଣା କରିଛନ୍ତି।

ସୂଚନା ଅନୁସାରେ, ଲତା ମଙ୍ଗେସକର୍ ୨୪ ଏପ୍ରିଲରେ ପିତା ଦୀନାନାଥ ମଙ୍ଗେସକରଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଭାରତୀୟ ଯବାନଙ୍କ ଉଦ୍ଦେଶ୍ୟରେ ୧ କୋଟି ଟଙ୍କା ଦାନ କରିବେ। ପୁଲୱାମା ଆକ୍ରମଣ ପରେ ଲତା ମଙ୍ଗେସକର ବହୁତ ଦୁଃଖିତ ହୋଇଯାଇଥିଲେ। ସେ ଟ୍ୱିଟ୍ କରି ଦୁଃଖ ପ୍ରକାଶ କରିବା ସହ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories