www.samajalive.in
Friday, December 12, 2025
26.1 C
Bhubaneswar

ଲତାଙ୍କ ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି

ମୁମ୍ବାଇ: ପ୍ରସିଦ୍ଧ କଣ୍ଠଶିଳ୍ପୀ ଲତା ମଙ୍ଗେସ୍‌କରଙ୍କ ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ଘଟିଛି। ସେ ନିକଟରେ କରୋନାରେ ସଂକ୍ରମିତ ହେବା ପରେ ତାଙ୍କର ନିମୋନିଆ (ସନ୍ନିପାତ) ହୋଇଯାଇଥିଲା। ସେ ମୁମ୍ବଇର ଏକ ଘରୋଇ ହସ୍ପିଟାରେ ଚିକିତ୍ସିତ ହେଉଛନ୍ତି। ସେ ଧୀରେ ଧୀରେ ସୁସ୍ଥ ହେଉଥିବା ମହାରାଷ୍ଟ୍ର ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ରବିବାର ଗଣମାଧ୍ୟମକୁ କହିଛନ୍ତି। ୯୨ ବର୍ଷୀୟା ଲତା ମଙ୍ଗେସ୍‌କରଙ୍କୁ ଗତ ସପ୍ତାହରେ ତାଙ୍କୁ ଦକ୍ଷିଣ ମୁମ୍ବାଇର ବ୍ରିଜ୍ କ୍ୟାଣ୍ଡି ଡାକ୍ତରଖାନାର ଆଇସିୟୁରେ ଭର୍ତ୍ତି କରାଯାଇଥିଲା।

ଲତାଙ୍କ ଚିକିତ୍ସା ପାଇଁ ଏକ ଡାକ୍ତରୀ ଦଳ ଗଠନ କରାଯାଇଛି। ଲତା ଦିଦିଙ୍କ ଅଗଣିତ ପ୍ରଶଂସକ ତାଙ୍କର ସ୍ବାସ୍ଥ୍ୟବସ୍ଥା ବିଷୟରେ ଜାଣିବାକୁ ଚାହୁଁଥିବାରୁ ଏନେଇ ନିୟମିତ ତଥ୍ୟ ପ୍ରଦାନ କରିବାକୁ ଡାକ୍ତରଖାନା ମୁଖପାତ୍ରଙ୍କୁ ନିର୍ଦେଶ ଦିଆଯାଇଥିବା ମନ୍ତ୍ରୀ ଶ୍ରୀ ଟୋପେ କହିଛନ୍ତି।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories