www.samajalive.in
Monday, December 15, 2025
26.1 C
Bhubaneswar

ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ଲୋକଙ୍କୁ ଭଲ ବ୍ୟବହାର କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ରାଜ୍ୟ ଅତିଥିଭବନରେ ଚାଲିଛି ସମୀକ୍ଷା ବୈଠକ। ପୁଲିସ ମହାନିର୍ଦ୍ଦେଶକ, ଗୁଇନ୍ଦା ନିର୍ଦ୍ଦେଶକ ଓ ଆଇଜି ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ। ଲୋକଙ୍କୁ ଗୁଣାତ୍ମକ ସେବା କିପରି ଯୋଗାଇ ଦିଆଯିବ ଏବଂ ଲୋକଙ୍କୁ ଭଲ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ବୈଠକରେ ଏକାଧିକ ପ୍ରସଙ୍ଗରେ ଆଲୋଚନା ହୋଇଛି ଏହା ସହ ଆସନ୍ତା ଜୁଲାଇରୁ କାର୍ୟ୍ୟକାରୀ ହେବାକୁ ଥିବା ଦେଶର ତିନୋଟି ଗୁରୁତ୍ୱପୂର୍ଣ୍ଣ ଆଇନ ବାବଦରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ପୋଲିସ ଡିଜି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories