www.samajalive.in
Saturday, December 6, 2025
26.1 C
Bhubaneswar

ଆଇନ ସଚେତନେତା ଶିବିର: ଦଣ୍ଡ ବ୍ୟବସ୍ଥା ସମ୍ପର୍କରେ ବିଧି ଏବଂ ଦଣ୍ଡ ବ୍ୟବସ୍ଥା ସମ୍ପର୍କରେ ଜନସାଧାରଣଙ୍କୁ ସୂଚନା

ଭୁବନେଶ୍ୱର  : ଖୋର୍ଦ୍ଧା ଜିଲା ଆଇନ ସେବା ପ୍ରାଧିକାରଣ ଆନୁକୂଲ୍ୟରେ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ପୋକ୍ସୋ ଆକ୍ଟ ସମ୍ବନ୍ଧିତ ଆଇନ ସଚେତନେତା ଶିବିର ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ଶିବିରକୁ ଅତିରିକ୍ତ ଜିଲା ଜଜ ବନ୍ଦନା କର ଯୋଗଦେଇ ଦଣ୍ଡ ବ୍ୟବସ୍ଥା ସମ୍ପର୍କରେ ଵିଧି ବ୍ୟବସ୍ଥା ସମ୍ପର୍କରେ ସମବେତ ମହିଳା ଏବଂ ଜନସାଧାରଣଙ୍କୁ ସୂଚନା ଦେବା ସହ ଏଥିରେ ଥିବା ଦଣ୍ଡ ବ୍ୟବସ୍ଥା ସମ୍ପର୍କରେ ପ୍ରକାଶ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ବିଡିଓ ଦେବୀ ପ୍ରସାଦ ମହାନ୍ତି, ଡିଏସଡବ୍ଲୁଓ କୁସୁମ କୁମାରୀ ପ୍ରହରାଜ, ଡିସିପିଓ ବାସନ୍ତି ପଟ୍ଟନାୟକ, ସାର୍ଟିଫିକେଟ ଅଫିସର ସ୍ମିତା ରଥ ଯୋଗଦେଇ କାର୍ଯ୍ୟକ୍ରମ ସମ୍ବଧୀୟ ବହୁ ଉପାଦେୟ ମାର୍ଗଦର୍ଶିକା ପ୍ରଦାନ କରିଥିଲେ। ଶେଷରେ ଜିଲା ଆଇନ ସେବା ପ୍ରାଧିକରଣ ସଚିବ ସଲୋମି ସାହୁ ଉକ୍ତ କାର୍ଯ୍ୟକ୍ରମ କରିବାର ଲକ୍ଷ୍ୟ ଉଦ୍ୟେଶ ଓ ଏହାର ଉପକାରିତା ସମର୍କରେ ସୂଚନା ଦେଇଥିଲେ।

Hot this week

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories