www.samajalive.in
Sunday, December 7, 2025
26.1 C
Bhubaneswar

ନୀତିକାନ୍ତିରେ ବିଭ୍ରାଟ ହେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ- ଆଇନମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଶ୍ରୀମନ୍ଦିରରେ ଲୁହା କଢେଇରେ ରୋଷେଇ ହେବା ଘଟଣା ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ୍‌‌ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି ଯେ ସେ ବାବଦରେ ସମୀକ୍ଷା କରାଯାଉଛି। ଶ୍ରୀମନ୍ଦିର ପ୍ରଶାସନ ଯାହା ପଦକ୍ଷେପ ନେବା କଥା ନେବ। ଯଦି କାହାର ଭୁଲ ଥିବ ତେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ ସରକାରଙ୍କ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ଅବଗତ କରାଯାଇଛି। ଏହାସହିତ ମହାପ୍ରଭୁଙ୍କ ନୀତିକାନ୍ତିରେ ଯେଉଁମାନେ ବିଭ୍ରାଟ କରିବେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ସ୍ପଷ୍ଟ ଭାବେ ଚେତାବନୀ ଦେଇଛନ୍ତି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories