www.samajalive.in
Friday, December 5, 2025
17.1 C
Bhubaneswar

୨୦ରୁ ଧାଡିରେ ହେବ ଜଗା ଦର୍ଶନ

ପୁରୀ : ବିଦାୟ ନେବ ବର୍ଷ ୨୦୨୪ । ଇଂରାଜୀ ନବବର୍ଷ ୨୦୨୫ କୁ ସ୍ଵାଗତ କରିବାକୁ ଉତ୍ସାହିିତ ସାରା ବିଶ୍ଵ। ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଶିଷ ନେବାକୁ ପ୍ରବଳ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି। ଆଜି ଏବଂ ଆସନ୍ତାକାଲି ଭକ୍ତମାନେ କେବଳ ସିଂହଦ୍ଵାର ପଟେ ପ୍ରବେଶ କରିବା ସହ ଅନ୍ୟ ତିନି ଦ୍ବାରରେ ପ୍ରସ୍ଥାନ ପାଇଁ ବ୍ୟବସ୍ଥା କରାଯାଇଛି। ତେବେ ଜାନୁଆରୀ ୨୦ ତାରିଖରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ପ୍ରକ୍ରିୟା ଲାଗୁ ହେବ। ଏ ନେଇ ଆଇନ ମନ୍ତ୍ରୀ  ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଏବେ ଭିଡ ଥିବାରୁ ଏତେ ସଂଖ୍ୟକ ଲୋକଙ୍କୁ ନେଇ ଏକ୍ସପେରିମେଣ୍ଟ କରିବା ସମ୍ଭବ ନୁହେଁ। ଏହାସହ ଭିନ୍ନକ୍ଷମଙ୍କ ପାଇଁ ରାମ୍ପ ବ୍ୟବସ୍ଥା କରାଯିବ। ସରକାର ଭକ୍ତଙ୍କ ଭିଡ ସମ୍ପର୍କରେ ଟିକନିକ୍ ଖବର ନେଉଥିବା କହିଛନ୍ତି ମନ୍ତ୍ରୀ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories