www.samajalive.in
Saturday, December 6, 2025
17.1 C
Bhubaneswar

ଜେଲ୍‌ ଗଲେ ରାଜା: ଆଇନ୍‌ ମନ୍ତ୍ରୀ କହିଲେ ରହିଛି ବହୁ ବଡ ବଡିଆଙ୍କ ସମ୍ପୃକ୍ତି

ଭୁବନେଶ୍ଵର: ବାଲେଶ୍ଵର କୋର୍ଟରେ ହାଜର ପରେ ଜେଲ୍ ଗଲେ ବିଜେଡି ନେତା ରାଜା ଚକ୍ର। ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଦୁର୍ନୀତି ମାମଲାରେ ତାଙ୍କୁ ଜେଲ ପଠାଯାଇଛି। ବର୍ତ୍ତମାନ ସେ ୧୯ ତାରିଖ ଯାଏଁ ବିଚାର ବିଭାଗୀୟ ହାଜତରେ ରହିବେ। ରାଜା ଚକ୍ରଙ୍କ ରିମାଣ୍ଡ କିମ୍ବା ଜାମିନ୍ ଆବେଦନ ହେଲାନି। ସେପଟେ ଏହି ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ରାଜା ଚକ୍ରଙ୍କ ଲିଙ୍କରେ ଅନେକ ବଡ ବଡିଆଙ୍କ ସମ୍ପୃକ୍ତି ରହିଛି। ଏଥିରେ ଯେଉଁମାନେ ବି ସାମିଲ୍‌ ଅଛନ୍ତି , ସେମାନଙ୍କୁ ଛଡାଯିବନି। ଆଇନ୍ ଅନୁସାରେ ସମସ୍ତେ ବନ୍ଧା ହେବେ। ଆମ ସରକାର କାହାକୁ ଛାଡି ନାହାନ୍ତି କି ଛାଡିବେନି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories