www.samajalive.in
Sunday, December 7, 2025
14.1 C
Bhubaneswar

ଯେତେବଡ଼ ଲୋକ ହେଲେ ବି ଛଡ଼ାଯିବନି: ଆଇନ ମନ୍ତ୍ରୀ

ଭୁବନେଶ୍ବର : କିଟ୍ ବିଶ୍ବବିଦ୍ୟାଳୟରେ ନେପାଳ ଛାତ୍ରୀ ମୃତ୍ୟୁ ମାମଲାରେ ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି) ଶିକ୍ଷାନୁଷ୍ଠାନକୁ ଦାୟୀ କରିବା ସହ ବିଭିନ୍ନ ସରକାରୀ ସଂସ୍ଥାକୁ ଏ ନେଇ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ତଲବ କରିବା ଘଟଣାରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମରେ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ଦେଶ ବାହାରର ଜଣେ ଛାତ୍ରୀଙ୍କ ମୃତ୍ୟୁ ଅତ୍ୟନ୍ତ ସ୍ପର୍ଶକାତର ଘଟଣା। ଏନ୍‌ଏଚ୍‌ଆରସିଙ୍କ ରିପୋର୍ଟ ଅନୁସାରେ ସରକାରଙ୍କ ପକ୍ଷରୁ ଯାହା ପଦକ୍ଷେପ ନିଆଯିବା କଥା ନିଆଯିବ। କୌଣସି ଜାଗାରେ ଆଇନର ଗଳାବାଟ ରହିବନି। ଆଇନଗତ ଦୃଷ୍ଟିରୁ ଯେତେବଡ଼ ଲୋକ ହୋଇଥିଲେ ବି କାହାରିକୁ ଛଡ଼ାଯିବନି ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories