‘ଯିଏ ସଲ୍ମାନ୍ଙ୍କ ସହ କାମ କରିବ ସିଏ ମରିବ’.. କାଫେକୁ ଗୁଳିମାଡ ପରେ କପିଲଙ୍କୁ ମିଳିଲା ଏହି ଧମକ
ନୂଆଦିଲ୍ଲୀ : ହାସ୍ୟ ଅଭିନେତା କପିଲ୍ ଶର୍ମାଙ୍କ କାନାଡା ସ୍ଥିତ ରେସ୍ତୋରାଁ କପସ୍ କାଫେ ଉପରେ ୨ ଥର ଗୁଳିମାଡ ହୋଇ ସାରିଛି । ଏହି ମାମଲାରେ ସାମ୍ନାକୁ ଏକ ବଡ ଖବର ସାମ୍ନାକୁ ଆସିଛି । ମିଳିଥିବା ସୂଚନାନୁଯାୟୀ, କାଫେ ଉପରେ ଗୁଳିମାଡ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ପକ୍ଷରୁ କରାଯାଇଛି। ସୁପରଷ୍ଟାର ସଲମାନ୍ ଖାନ୍ଙ୍କ ନିକଟତର ହେବା କପିଲ୍ ଜୀବନ ପ୍ରତି ବିପଦ ବୋଲି ପ୍ରାଥମକି ତଦନ୍ତରୁ ଖବର ଜଣାପଡିଛି । ଲରେନ୍ସ ଗ୍ରୁପର ଗ୍ୟାଙ୍ଗଷ୍ଟର … Continue reading ‘ଯିଏ ସଲ୍ମାନ୍ଙ୍କ ସହ କାମ କରିବ ସିଏ ମରିବ’.. କାଫେକୁ ଗୁଳିମାଡ ପରେ କପିଲଙ୍କୁ ମିଳିଲା ଏହି ଧମକ
Copy and paste this URL into your WordPress site to embed
Copy and paste this code into your site to embed