www.samajalive.in
Friday, December 5, 2025
27.1 C
Bhubaneswar

ପୀତବାସ ହତ୍ୟା ମାମଲା: ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଗିରଫ

ସମାଜ ଡିଜିଟାଲ ଡେସ୍କ: ବ୍ରହ୍ମପୁରର ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଗିରଫ କରିଛି ପୁଲିସ । ବିକ୍ରମଙ୍କ ସମେତ ଅନ୍ୟ ୪ଜଣଙ୍କୁ ଗିରଫ କରିଛି ବ୍ରହ୍ମପୁର ପୁଲିସ । ସମସ୍ତଙ୍କୁ ଆଜି କୋର୍ଟରେ ହାଜର କରାଯାଇଛି ।

ହତ୍ୟାକାଣ୍ଡରେ ସଂପୃକ୍ତ ଥିବା ନେଇ ବିଜେଡି କର୍ପୋରେଟର ମଳୟ ବିଷୋୟୀ, ବିକ୍ରମଙ୍କ ସହଯୋଗୀ ମଦନ ଦଳେଇ ଓ ପୂର୍ବତନ ମେୟର ଶିବ ଶଙ୍କର ଦାଶଙ୍କୁ ପୁଲିସ ଗିରଫ କରିଛି । ଏହି ହାଇପ୍ରୋଫାଇଲ ହତ୍ୟାକାଣ୍ଡର ତଦନ୍ତ କରୁଥିବା ପୁଲିସ ରାଜନୈତିକ ଶତ୍ରୁତାକୁ ଲିଙ୍କ ନେଇ ଖୋଳତାଡ କରୁଥିଲା ।

- Advertisement -

କୁମାର ପୂର୍ଣ୍ଣିମା ରାତି ଅର୍ଥାତ ଗତ ୫ ତାରିଖ ଦିନ ରାତିରେ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ପ୍ରାଥମିକ ତଦନ୍ତ ଆଧାରରେ ବିକ୍ରମଙ୍କୁ ଗିରଫ କରାଯାଇଛି ।

 

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories