www.samajalive.in
Tuesday, December 9, 2025
23.1 C
Bhubaneswar

ବନ୍ଦ ହେଲା ‘ଲକ୍ଷ୍ମଣ ଝୁଲା’

ଡେରାଡୁନ : ଋଷିକେଶର ୯୦ ବର୍ଷ ପୁରୁଣା ଲକ୍ଷ୍ମଣ ଝୁଲା ପୋଲକୁ ଶୁକ୍ରବାର ବନ୍ଦ କରିଦିଆଯାଇଛି। ୧୯୨୯ରେ ବ୍ରିଟିଶ ଶାସନ କାଳରେ ଏହାକୁ ଗଙ୍ଗା ନଦୀ ଉପରେ ନିର୍ମାଣ କରାଯାଇଥିବା ଏହି ପୋଲଟି ଦର୍ଶକଙ୍କ ଆକର୍ଷଣର କେନ୍ଦ୍ର ବିନ୍ଦୁଥିଲା। କିନ୍ତୁ ରକ୍ଷଣାବେକ୍ଷଣ ଏବଂ ମରାମତି ଅଭାବରୁ ପୋଲଟି ଦୁର୍ବଳ ହୋଇପଡିଥିବାରୁ ଏହାକୁ ଆଉ ଅଧିକ ଦିନ କାର୍ଯ୍ୟରେ ଲଗାଇ ରଖିବା ସମ୍ଭବ ନୁହେଁ ବୋଲି ଏକ ବିଶେଷଜ୍ଞ କମିଟି ମତ ଦେବା ପରେ ଝୁଲାଟିକୁ ବନ୍ଦ କରି ଦିଆଯାଇଛି। ଏହାର ବିଭିନ୍ନ ଅଂଶ ବିପଦଶଙ୍କୁଳ ଅବସ୍ଥାରେ ଥିଲା।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories