www.samajalive.in
Saturday, December 6, 2025
26.1 C
Bhubaneswar

ଜଗା ଦର୍ଶନ ହେବ ସହଜ: ୧୮ରୁ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ

ଭୁବନେଶ୍ୱର: ପୁରୀ ଯାଇ ଜଗନ୍ନାଥଙ୍କ ଦର୍ଶନ ହେବ ସହଜ। ରାଜ୍ୟର ସବୁ ଜିଲା ମୁଖ୍ୟାଳୟରୁ ପୁରୀ ଯାଏ ଜଗନ୍ନାଥଙ୍କ ଦର୍ଶନକୁ ସୁବିଧାଜନକ କରିବାକୁ ରାଜ୍ୟ ସରକାରଙ୍କ ପ୍ରୟାସ। ଲକ୍ଷ୍ମୀ ତୃତୀୟ ଟିୟରରେ ଗଡିବ ଜଗନ୍ନାଥ ଏକ୍ସପ୍ରେସ। ଏସି ଡିଲକ୍ସ ଲକଜୁରିଅସ ବସରେ ଶ୍ରଦ୍ଧାଳୁ ଜିଲା ମୁଖ୍ୟାଳୟରୁ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରି ଫେରିପାରିବେ।

ପ୍ରଥମ ପର୍ଯ୍ୟାୟରେ ୧୫ ଜିଲାରେ ଏହି ସେବା ଆରମ୍ଭ ହେବ। ଆସନ୍ତା ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବସ ସେବାର ଉଦଘାଟନ କରିବେ। ସବୁ ବସ ଭୁବନେଶ୍ୱର ଦେଇ ଯିବ। ଲକ୍ଷ୍ମୀ ଯୋଜନାର ପ୍ରଥମ ଟିୟରରେ ଗାଁରୁ ବ୍ଲକକୁ ବସ ଯାତୟତ କରୁଛି। ଦ୍ବିତୀୟ ଟିୟର ବ୍ଲକରୁ ହେଡକ୍ଵାର୍ଟର ଓ ତୃତୀୟ ଟିୟର ଜଗନ୍ନାଥ ଏକ୍ସପ୍ରେସ ଜିଲ୍ଲା ହେଡକ୍ଵାର୍ଟରରୁ ପୁରୀକୁ ଗଡ଼ିବ ।

- Advertisement -

 

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories