www.samajalive.in
Monday, December 8, 2025
20.1 C
Bhubaneswar

ଭୋଟ ବାକ୍ସ ଥିବା ଷ୍ଟ୍ରଙ୍ଗରୁମ ସମ୍ମୁଖରେ ସୁରକ୍ଷାକର୍ମୀଙ୍କ ସହିତ ଜଗୁଛନ୍ତି ବିରୋଧୀ

ଲକ୍ଷ୍ମୀପୁର : କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକର ତ୍ରିସ୍ତରୀୟ ନିର୍ବାଚନ ରବିବାର ଶେଷ ହୋଇଛି । ଭୋଟ ସରିବା ପରେ ବାଲାଟପେପର ଗୁଡ଼ିକ ଅଣାଯାଇ ଲକ୍ଷ୍ମୀପୁର ସଦର ମହକୁମା ସ୍ଥିତ କଲେଜରେ ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି । ଏଠାରେ ଦୁଇଟି ଜୋନର ଜିଲା ପରିଷଦ ସଭ୍ୟ ପଦବୀ ସହିତ ୧୩ ସରପଞ୍ଚ, ଜଣେ ସମିତି ସଭ୍ୟ ନିର୍ଦ୍ଵନ୍ଦ୍ୱରେ ନିର୍ବାଚିତ ହୋଇଥିବାରୁ ୧୨ ସମିତି ସଭ୍ୟଙ୍କ ସହିତ ଓ୍ବାର୍ଡ ମେମ୍ବର ପ୍ରାର୍ଥୀଙ୍କ ପାଇଁ ଭୋଟ ହୋଇଛି । ତେବେ ଆଶ୍ଚର୍ଯ୍ୟ କଥା ହେଉଛି ଷ୍ଟ୍ରଙ୍ଗରୁମରେ ଭୋଟ ବାକ୍ସ ଗୁଡିକ ତାଲା ପକାଯାଇ ଯଉମୁଦ କରାଯାଇ ରଖାଯାଇ ଥିବାବେଳେ ଶାସକ ଦଳର ପ୍ରରୋଚନାରେ କାଳେ କିଛି ଏପଟ ସେପଟ ହୋଇ ପାରେ ବୋଲି ବିରୋଧୀ କଂଗ୍ରେସ ଓ ବିଜେପି ଦଳର ପ୍ରାର୍ଥୀ ଓ କର୍ମୀମାନେ ଆଶଂକା ଥିବା କହି ଏଠାରେ ରବିବାର ରାତିରୁ ସୁରକ୍ଷା କର୍ମୀଙ୍କ ସହିତ ଡେରାପକାଇ ଜଗିଛନ୍ତି ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories