www.samajalive.in
Sunday, December 7, 2025
26.1 C
Bhubaneswar

ଭୋଟ ସାରି ଫେରୁଥିବା ବେଳେ ଓଲଟିଲା ପୋଲିଂ ପାର୍ଟି ଗାଡ଼ି; ୩ ଆହତ

ଲକ୍ଷ୍ମୀପୁର : କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ ପୋଲିଂ ପାର୍ଟି ଭୋଟ ସାରି ଫେରୁଥିବା ବେଳେ କେସ୍କାପାଡି ଘାଟିରେ କମାଣ୍ଡର ଜିପ ଓଲଟି ପଡିବାରୁ ୩ ଜଣ ଆହତ ହୋଇଛନ୍ତି। ଏହି ବ୍ଲକର ପିପଳପଦର ପଞ୍ଚାୟତର କେସ୍କାପାଡିଠାରେ ନିର୍ବାଚନ ସାରି ପୋଲିଂ ପାର୍ଟି ଲକ୍ଷ୍ମୀପୁର ଫେରୁଥିବା ବେଳେ କେସ୍କାପାଡି ଘାଟିରେ କମାଣ୍ଡର ଜିପ୍‌ଟି ଓଲଟି ପଡିଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ୩ ଜଣଙ୍କୁ ଉଦ୍ଧାର କରି ପ୍ରଥମେ ପ୍ରାଥମିକ ଚିକିତ୍ସା ପରେ ଲକ୍ଷ୍ମୀପୁର ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରକୁ ପଠାଇଛି। ପୁଲିସ ଓ ପ୍ରଶାସନ ପହଞ୍ଚି ଭୋଟ ବାକ୍ସ ଆଣିବାର ବ୍ୟବସ୍ଥା କରିଛନ୍ତି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories