www.samajalive.in
Monday, December 8, 2025
27.1 C
Bhubaneswar

ଗଞ୍ଜେଇ ଭର୍ତ୍ତି ଗାଡ଼ି ଦୁର୍ଘଟଣା; ଏକ କ୍ୱିଣ୍ଟାଲ ଗଞ୍ଜେଇ ଜବତ

ଲକ୍ଷ୍ମୀପୁର: ଚୋରା ଗଞ୍ଜେଇ ପରିବହନ ବେଳେ ଦୁର୍ଘଟଣା ହେଲା ବୋଲେରୋ ।  ଲକ୍ଷ୍ମୀପୁର ଥାନା ଅଧୀନସ୍ଥ ତଳ ଚମ୍ପ ଓ କୁଟୁଣିପଦର ନିକଟସ୍ଥ ଏକ ପୋଲ ନିକଟରେ ବୋଲେରୋଟି ଦୁର୍ଘଟଣା ହୋଇଛି । ଦୁର୍ଘଟଣା ପରେ ଗାଡ଼ି ଛାଡି ଡ୍ରାଇଭର ସହିତ ଚୋରା ଚାଲାଣକାରୀ ମାନେ ଫେରାର ହୋଇଯାଇଥିବା ବେଳେ ଦୁର୍ଘଟଣାସ୍ଥଳରୁ ୧୪ଟି ପକେଟରେ ପ୍ରାୟ ଏକ କୁଇଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି ।

ଦୁର୍ଘଟଣା ଘଟିଥିବା ସ୍ଥାନରେ ଗୋଟିଏ ବୁଦା ଭିତରେ ଗଞ୍ଜେଇ ଗୁଡ଼ିକ ଲୁଚାଇ ରଖାଯାଇଥିବା ପୁଲିସ ପକ୍ଷରୁ ସୂଚନା ଦେଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଏନେଇ ଅଧିକ ତଦନ୍ତ ଚଳାଇଛି । ଜବତ ଗଞ୍ଜେଇ ଗୁଡ଼ିକ କେଉଁ ସ୍ଥାନରୁ ଆସିଛି ଓ କେଉଁ ସ୍ଥାନକୁ ଚାଲାଣ ହେଉଥିଲା ତାକୁ ନେଇ ପୁଲିସ ତନାଘନା ଆରମ୍ଭ କରିଛି ।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories