କାଳ ହେଲା କାଳବୈଶାଖୀ; ବଜ୍ରପାତରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: କାଳବୈଶାଖୀ ନେଲା ୩ ଜୀବନ। କୋରାପୁଟ ଜିଲା ଓଡ଼ିଆପେଣ୍ଠ ପଞ୍ଚାୟତ ପର୍ଡିଗୁଡ଼ା ଗାଁରେ କାଳବୈଶାଖୀ ସମୟରେ ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବିଲରେ କାମ କରୁଥିବାବେଳେ ବଜ୍ରପାତର ଶିକାର ହୋଇ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏଥିସହ ଏକାଧିକ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।
Comments are closed.