www.samajalive.in
Sunday, December 14, 2025
23.1 C
Bhubaneswar

ବାରବାଟି ଷ୍ଟାଡ଼ିୟମ ନବୀକରଣ କାର୍ଯ୍ୟର ଶିଳାନ୍ୟାସ

ଭୁବନେଶ୍ବର: ବାରବାଟି ଷ୍ଟାଡ଼ିୟମ ନବୀକରଣ କାର୍ଯ୍ୟର ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନଫରେନ୍ସିଂ ଜରିଆରେ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଶିଳାନ୍ୟାସ କାର୍ଯ୍ୟକ୍ରମରେ ବାରବାଟିରେ କ୍ରିକେଟର ଇରଫାନ ପଠାନ ଓ ପ୍ରଜ୍ଞାନ ଓଝା ଉପସ୍ଥିତ ଥିବା ସୂଚନା ମିଳିଛି।

Hot this week

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

Related Articles

Popular Categories