www.samajalive.in
Saturday, December 6, 2025
26.1 C
Bhubaneswar

ସବୁ ଜିଲ୍ଲାପାଳ, ଆରଡିସି ଓ ଆଇପିଏସ ଅଫିସରଙ୍କ ଛୁଟି ବାତିଲ

ଭୁବନେଶ୍ଵର : ଅପରେସନ୍ ସିନ୍ଦୂର ଜରିଆରେ ଭାରତ ପହଲଗାଓଁ ଆକ୍ରମଣର ପ୍ରତିଶୋଧ ନେଉଛି। ଏହାରି ମଧ୍ୟରେ ଏକ ବଡ ଖବର ସାମ୍ନାକୁ ଆସିଛି। ରାଜ୍ୟର ସବୁ ଜିଲ୍ଲାପାଳ , ଆରଡିସି ଏବଂ ଆଇପିଏସ୍ ଅଫିସର ମାନଙ୍କ ଛୁଟି ବାତିଲ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ସୀମାରେ ଯୁଦ୍ଧ ଜାରି ରହିଛି। ତେଣୁ କେଉଁ ପରିସ୍ଥିତିରେ ବି କିଛି ବି ଘଟିପାରେ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି।  ଛୁଟିରେ ଥିବା ଜିଲ୍ଲାପାଳ ଓ ଆରଡିସିଙ୍କୁ ତୁରନ୍ତ ମୁଖ୍ୟାଳୟକୁ ଫେରିବା ସହ କାର୍ଯ୍ୟରେ ଯୋଗଦେବାକୁ କୁହାଯାଇଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories