www.samajalive.in
Thursday, December 11, 2025
26.1 C
Bhubaneswar

କଂଗ୍ରେସ ଛାଡିଲେ ତିନି ପୂର୍ବତନ ବିଧାୟକ

ଭୁବନେଶ୍ବର : କଂଗ୍ରେସରୁ ତିନି ଜଣ ପୂର୍ବତନ ବିଧାୟକ ବୁଧବାର ଦିନ ଇସ୍ତଫା ଦେ​‌ଇଛନ୍ତି। ପୂର୍ବତନ ବିଧାୟକ ଗୋବର୍ଦ୍ଧନ ଦାସ, କୁମରମଣି ଶବର ଓ ଯୁଗାରାମ ବେହେରା ଇସ୍ତଫା ଦେଇଛନ୍ତି। ପୂର୍ବତନ ବିଧାୟକଙ୍କ ସହ କଳାହାଣ୍ଡି ଜିଲାର ଶତାଧିକ କର୍ମୀ ମଧ୍ୟ କଂଗ୍ରେସ ଦଳ ଛାଡି ଥିବା ଜଣାପଡିଛି।

Hot this week

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

Related Articles

Popular Categories