www.samajalive.in
Sunday, December 7, 2025
16.1 C
Bhubaneswar

ରାମୋଜୀ ଗ୍ରୁପ ପ୍ରତିଷ୍ଠାତା ରାମୋଜୀ ରାଓଙ୍କ ପରଲୋକ

ହାଇଦ୍ରାବାଦ: ପରଲୋକରେ ରାମୋଜୀ ରାଓ। ରାମୋଜୀ ଫିଲ୍ମ ସିଟିର ପ୍ରତିଷ୍ଠାତା ରାମୋଜୀ ରାଓଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା।  ଅସୁସ୍ଥତା କାରଣରୁ ଦୀର୍ଘ ଦିନ ଧରି ସେ  ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ। ରାମୋଜୀ ଫିଲ୍ମ ସିଟିର ପରିଚାଳନା ନିର୍ଦ୍ଦେଶକ ଭାବେ ସେ କାର୍ଯ୍ୟ କରିଆସୁଥିଲେ। ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ରବିବାର ପୂର୍ବାହ୍ନ ୧୦ଟାରେ ଜୁବିଲି ହିଲ୍ସସ୍ଥିତ ମହାପ୍ରସ୍ଥାନମ୍ ଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବାର ସୂଚନା ରହିଛି ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories