www.samajalive.in
Monday, December 8, 2025
27.1 C
Bhubaneswar

ବିଜେପି ଛାଡିଲେ ଲେଖାଶ୍ରୀ ସାମନ୍ତସିଂହାର

ଭୁବନେଶ୍ବର: ରାଜ୍ୟ ବିଜେପିକୁ ଆଉ ଏକ ଝଟକା । ବିଜେପି ଛାଡିଲେ ଲେଖାଶ୍ରୀ ସାମନ୍ତସିଂହାର। ସୋସିଆଲ ମିଡିଆ ଜରିଆରେ ସେ ଏହି ସୂଚନା​‌ ଦେଇଛନ୍ତି। ସେ ବିଜେପିର ଉପସଭାପତି ପଦରେ ଥିଲେ।  ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଉଲ୍ଲେଖ କରିଛନ୍ତି। ବିଜେପି ରାଜ୍ୟ ସଭାପତିଙ୍କୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇଥିବା ସୂଚନା ମିଳିଛି। ଲେଖାଶ୍ରୀ ଗତ ୧୦ ବର୍ଷ ଧରି ବିଜେପିରେ ସକ୍ରିୟ ଥିଲେ । ଦଳର ପ୍ରତିଟି କାର୍ଯ୍ୟକୁ ସେ ନିଷ୍ଠାର ସହ ସମ୍ପାଦନ କରିଆସିଛନ୍ତି ।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories

Previous article
Next article