www.samajalive.in
Monday, December 8, 2025
13.1 C
Bhubaneswar

ଲେମ୍ବୁ ରସ ଚିକେନ

ଆବଶ୍ୟକ ସାମଗ୍ରୀ
ଚିକେନ – ୫୦୦ ଗ୍ରାମ (ବୋନଲେସ ଚିକେନ)
କ୍ରିମ – ୧ କପରୁ ସାମାନ୍ୟ କମ
ତେଲ – ଆବଶ୍ୟକ ପରିମାଣରେ
ହଳଦୀ ଗୁଣ୍ଡ – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଅଦାରସୁଣ ବଟା – ୧ ଚାମଚ
ଗରମ ମସଲା – ୧ ଚାମଚ
ଜିରା ଗୁଣ୍ଡ – ଅଳ୍ପ
ଲେମ୍ବୁ ରସ – ୧ ଚାମଚ
ଲୁଣ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକେନକୁ ଭଲ ଭାବେ ଧୋଇ ଛୁରୀରେ ସାମାନ୍ୟ କାଟି ଦିଅନ୍ତୁ। ଏବେ ଏଥିରେ ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, କ୍ରିମ, ଲେମ୍ବୁ ରସ, ଗରମ ମସଲା, ଅଦାରସୁଣ ବଟା, ଜିରା ଗୁଣ୍ଡ, ତେଲ ପକାଇ ଭଲ ଭାବେ ଗୋଳାଇ ୨ ଘଣ୍ଟା ରଖି ଦିଅନ୍ତୁ। ଏବେ ଏହାକୁ ଓଭନରେ ୧୦ ମିନିଟ ରୋଷ୍ଟ କରିଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଲେମ୍ବୁ ରସ ଚିକେନ ।

Hot this week

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

Related Articles

Popular Categories