www.samajalive.in
Thursday, December 11, 2025
27.1 C
Bhubaneswar

ପିଅନ୍ତୁ ଲେମ୍ବୁ ଚା’; ମିଳିବ ଅନେକ ଲାଭ

ଅଧିକାଂଶ ଲୋକଙ୍କର ଚା’ ପିଇବା ପସନ୍ଦ। ନିଜ ପସନ୍ଦ ଅନୁଯାୟୀ ସଭିଏଁ ଭିନ୍ନ ଭିନ୍ନ ପ୍ରକାରର ଚା’ ପିଇଥାଆନ୍ତି। ମାତ୍ର ଲେମ୍ବୁ ଚା’  ସ୍ୱାସ୍ଥ୍ୟ ପାଇଁ ଖୁବ ଉପକାରୀ।
ଲେମ୍ବୁରେ ଆଣ୍ଟି -ଅକ୍ସିଡାଣ୍ଟ,ଭିଟାମିନ ସି ଭଳି ଅନେକ ପୋଷକ ତତ୍ତ୍ୱ ରହିଛି। ଯାହା ଶରୀରର ଅନେକ ଉପକାର କରିଥାଏ।
ଲେମ୍ବୁ ଚା’ ପିଇବା ଦ୍ୱାରା ଓଜନ ହ୍ରାସ ହୋଇଥାଏ।
ଲେମ୍ବୁ ଚା’ ପିଇବା ଦ୍ୱାରା ରକ୍ତ ସଞ୍ଚାଳନ ସଠିକ ହୋଇଥାଏ। ଶରୀରରେ ଶିରାପ୍ରଶିରାରେ ରକ୍ତ ସଠିକ ଭାବେ ସଞ୍ଚାଳନ ହୋଇଥାଏ। ଫଳରେ ହୃଦୟ ଜନିତ ରୋଗ ହେବାର ସମ୍ଭାବନା ଖୁବ କମ ଥାଏ।
ଲେମ୍ବୁରେ ପୋଟାସିୟମ ମାତ୍ରା ରହିଛି। ଏହା ରକ୍ତଚାପକୁ ସଠିକ ରଖିବା ସହ ଉଚ୍ଚ ରକ୍ତଚାପକୁ ନିୟନ୍ତ୍ରଣ କରି ରଖିବାରେ ସହାୟକ ହୋଇଥାଏ।
ନିୟମିତ ଲେମ୍ବୁ ଚା’ ପିଇବା ଦ୍ୱାରା ଗ୍ୟାଷ୍ଟ୍ରିକ,ବଦହଜମି ଭଳି ସମସ୍ୟାରୁ ମୁକ୍ତି ମିଳିଥାଏ।
ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି ଓ ମଜଭୂତ କରିବା ପାଇଁ ଲେମ୍ବୁ ଚା’ର ସେବନ କରି ପାରିବେ।
କର୍କଟ ଭଳି ମାରାତ୍ମକ ରୋଗରୁ ରକ୍ଷା କରିବାରେ ମଧ୍ୟ ସହାୟକ ହୋଇଥାଏ।

Hot this week

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

Related Articles

Popular Categories